Tag Archives: hot day

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ ତାପମାତ୍ରା ରହୁଛି। ଏପରି ସମୟରେ ସ୍କୁଲଗୁଡ଼ିକ ଖୋଲାଥିବାରୁ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଗୁରୁବାର…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ…

ପାରଦ ଉପରମୁହାଁ, ୩୬ ଡିଗ୍ରୀ ଉପରେ ଏହି ସହରର ତାପମାତ୍ରା

ଭୁବନେଶ୍ୱର,୧୩ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ି ଚାଲିଛି। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଝାରସୁଗୁଡ଼ା ସହରର ତାପମାତ୍ରା ୩୬.୬ ଡିଗ୍ରୀ ରହିଛି। ସେହିପରି କେନ୍ଦୁଝରରେ ୩୬ ଡିଗ୍ରୀ, ସମ୍ବଲପୁରରେ ୩୫.୬ ଡିଗ୍ରୀ, ରାଉରକେଲା ଓ ବାଲେଶ୍ୱର ୩୫.୨ ରହିଥିବାବେଳେ…

ଆଜିଠୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧୦ା୨(ଅନୁରାଧା ମହାରଣା): ରାଜ୍ୟରେ ଗତ ୩ଦିନ ମଧ୍ୟରେ ୯ ଡିଗ୍ରୀ ଯାଏ ତାପମାତ୍ରା କମିଥିଲା। ତେବେ ସୋମବାରଠାରୁ ପରବର୍ତ୍ତୀ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ…

କାଲି ଜାଳିଥିଲା, ଆଜି ବି ଜାଳୁଛି

ଭୁବନେଶ୍ୱର,୩୦ା୫: ରାଜ୍ୟରେ ଗୁରୁବାର ଅନୁଭୂତ ହେଉଛି ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ତାପମାତ୍ରା ୩୯ ଡିଗ୍ରୀ ଥିବାବେରେ…

ଅସହ୍ୟ ଗୁଳୁଗୁଳି, ଚିନ୍ତା ବଢ଼ାଉଛି ବିଦ୍ୟୁତ୍‌କାଟ୍‌ ସମସ୍ୟା

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ପ୍ରଚଣ୍ଡ ଖରା ସହ ଗରମ ବୃଦ୍ଧି ପାଇଛି। ବୁଧବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆର୍ଦ୍ରତା ୯୦ ପ୍ରତିଶତ ରହିଥିଲା। ତେବେ ବିଳମ୍ବିତ ରାତି ତଥା ଗୁରୁବାର ଭୋର୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌କାଟ୍‌…

ପୁଣି ତାତିଲା ବାରିପଦା

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ସକାଳୁ ଅସହ୍ୟ ତାତି ଅନୁଭୂତ ହେଲାଣି। ଗତକାଲି ତାତିରେ ଦେଶରେ ପ୍ରଥମ ତଥା ଏସିଆ ମହାଦେଶରେ ତୃତୀୟ ସ୍ଥାନରେ ରହିଥିବା ବାରିପଦା ଆଜି ସକାଳୁ ମଧ୍ୟ ତାତିଲାଣି। ଗତକାଲି ଏଠାରେ ସର୍ବୋଚ୍ଚ…

ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ

ଭୁବନେଶ୍ୱର,୫ା୪(ଅସମାପିକା ସାହୁ): ଏପ୍ରିଲ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବାରୁ ଅଂଶୁଘାତକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନେ ଏପ୍ରିଲରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ…

ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୨: ବୁଧବାର ରାଜ୍ୟର ୧୫ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ସେହିପରି କଟକରେ ଆଜି ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?