ଶିନ୍ଦେଙ୍କ ‘ହୋଟେଲ ପଲିଟିକ୍ସ’କୁ ନେଇ ଗର୍ଜିଲେ ସଞ୍ଜୟ ମୁମ୍ବାଇ,୧୮।୧: ବିଏମସି ନିର୍ବାଚନରେ ଏନଡିଏ (ମହାୟୁତି)ର ବିଜୟ ପରେ ମଧ୍ୟ ମୁମ୍ବାଇ ରାଜନୀତିରେ ‘ହୋଟେଲ ରାଜନୀତି’ ଏବଂ ସସପେନ୍ସର ଏକ ଯୁଗ ଆରମ୍ଭ ହୋଇଛି। ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ତାଙ୍କର ୨୯ ଜଣ କାଉନସିଲରଙ୍କୁ ଘୋଡା ବେପାରରୁ ରକ୍ଷା...