ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍ଡି ପକ୍ଷରୁ ପ୍ରକାଶିତ ମାସିକ ପୂର୍ବାନୁମାନ ଅନୁଯାୟୀ, ପ୍ରଶାନ୍ତ ମହାସାଗରରେ ସକ୍ରିୟ ଥିବା ଶକ୍ତିଶାଳୀ ‘ଏଲ୍ ନିନୋ’ ପ୍ରଭାବ…