ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ… ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ ଘଟିଥିବା ଏହି ଚୋରି ଘଟଣାରେ ସଂପୃକ୍ତ ୪ ଜଣ ଚୋରଙ୍କ ମଧ୍ୟରୁ ୩…