ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି । ମୃତକ ମହିଳା ଜଣକ ହେଲେ ଲକ୍ଷ୍ମୀ ସିଂ(୫୫) । ପରିବାର ଲୋକେ ସଙ୍ଗେ…