ବାଇଡେନ୍ଙ୍କ ବିରୋଧରେ ମହାଭିଯୋଗ, ତଦନ୍ତକୁ ହାଉସ୍ ଅଫ୍ ରିପବ୍ଲିକାନ୍ର ମଞ୍ଜୁରୀ ଓ୍ବାଶିଂଟନ,୧୪ା୧୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ବିରୋଧରେ ଦୀର୍ଘଦିନରୁ ରହିଥିବା ଅସଦାଚରଣ ଅଭିଯୋଗର ଏପର୍ଯ୍ୟନ୍ତ ପ୍ରମାଣ ଦାଖଲ ହୋଇ ନାହିଁ। ରିପ୍ଲିକାନ୍ ସଦସ୍ୟମାନେ ଏହାକୁ ନେଇ ଚିନ୍ତା ପ୍ରକଟ କରିବା ସହ ମହାଭିଯୋଗର ତଦନ୍ତ ପାଇଁ କରିଥିବା ଦାବିକୁ ବୁଧବାର...