ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର
ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର ବିପର୍ଯ୍ୟୟରୁ ଗ୍ରାମବାସୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବୁଧବାର ମଧ୍ୟରାତ୍ରିରେ ହୋଇଥିବା ପ୍ରବଳ ବର୍ଷା…

