Houthi ବିଦ୍ରୋହୀଙ୍କ ଉପରେ ପୁଣି ଆମେରିକା ସେନାର ଆକ୍ରମଣ, ବୋମା ମାଡରେ ୩୮ ମୃତ, ୧୦୨ ଆହତ ଦୁବଇ,୧୮।୪: ୟେମେନର Houthi ବିଦ୍ରୋହୀମାନେ ଦାବି କରିଛନ୍ତି ଯେ ଆମେରିକା ରାସ ଇସା ତୈଳ ବନ୍ଦର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ଅତି କମରେ ୩୮ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆମେରିକା ସେନାର କେନ୍ଦ୍ରୀୟ କମାଣ୍ଡ...