ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା…