ଜୁନାଗଡ଼ ରୋଡ୍ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍ର ଶୁଭାରମ୍ଭ କଲେ ଏମ୍ପି: ୨୨ରୁ ଗଡ଼ିବ ଟ୍ରେନ୍… ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ ହୋଇଛି। ଏହି ସମ୍ପ୍ରସାରଣ ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାର ଜନସାଧାରଣଙ୍କ…