ପାକିସ୍ତାନକୁ ଧୋକା ଦେଲା ଚାଇନା ମାଲ୍, ମାରି ଧ୍ୱଂସ କରିଦେଲା ଭାରତ ନୂଆଦିଲ୍ଲୀ,୯ା୫: ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ପାକିସ୍ତାନର ନିକଟତମ ମିତ୍ର ଚାଇନା ଦ୍ୱାରା ଯୋଗାଣ କରାଯାଇଥିବା ଅତ୍ୟାଧୁନିକ ଡ୍ରୋନ ଏବଂ ଅସ୍ତ୍ରଶସ୍ତ୍ର ଭାରତୀୟ ସଶସ୍ତ୍ର ବାହିନୀ ଦ୍ୱାରା ମାତ୍ର କିଛି ମିନିଟରେ...