ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ଏତିକି ବଢ଼ିପାରେ ଆପଣଙ୍କ ଦରମା ନୂଆଦିଲ୍ଲୀ,୨୪।୪: ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ସେମାନଙ୍କ ଦରମାରେ ଏକ ବଡ଼ ବୃଦ୍ଧି ଘଟିବ। କାରଣ ପ୍ରତ୍ୟେକ ପେ’ କମିଶନରେ କେବଳ ଦରମା ବୃଦ୍ଧି ହୁଏ ନାହିଁ ବରଂ...