ଭ୍ୟାଲେଣ୍ଟାଇନ୍ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍! ସବାଙ୍କ ସହ ବ୍ରେକ୍ଅପ୍ ନେଇ… ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ । ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହେବା ପରେ ଅଭିନେତ୍ରୀ ସବା ଆଜାଦଙ୍କୁ ଡେଟ୍ କରି…