ଜାଣନ୍ତି ପ୍ରେମୀଯୁଗଳ କାହିଁକି ପାଳନ କରନ୍ତି ହଗ୍ ଡେ’ ଯଦିଓ ପ୍ରେମ ପାଇଁ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ ଡେ’ ଅର୍ଥାତ୍ ୧୪ ତାରିଖରେ ଶେଷ ହେବ। ଭାଲେଣ୍ଟାଇନ୍ ସପ୍ତାହର...