ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ ଏହାର ‘ସ୍ୱାସ୍ଥ୍ୟ ଖାଦ୍ୟ ପାନୀୟ’ ବର୍ଗର ନାମକୁ ‘କାର୍ଯ୍ୟକ୍ଷମ ପୁଷ୍ଟିକର ପାନୀୟ’ (ଏଫଏନଡି)...