ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ…. ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେବା ସହ ଏକ ପ୍ରକାର ଛନକା…