Tag Archives: HUman Sagar

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା ଏନେଇ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି । ତେବେ ସବୁଠାରୁ ଚର୍ଚ୍ଚାର…

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ହ୍ୟୁମାନଙ୍କ ସ୍ତ୍ରୀ…

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ ମା’ଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଅନୁଭବ। ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡିଆ…

ହ୍ୟୁମାନଙ୍କୁ ଚାହିଁ ରହୁଥିଲେ ସ୍ତ୍ରୀ,ଝିଅ: ହେଲେ କାହିଁକି ଯାଇ ପାରୁ ନ ଥିଲେ…

ଭୁବନେଶ୍ୱର,୨୨।୧୧: ହ୍ୟୁମାନ ସାଗରଙ୍କୁ ଚାହିଁ ରହୁଥିଲେ, ସ୍ତ୍ରୀ ଏବଂ ଝିଅ ହେଲେ ସେ ଦେଖା କରିବାକୁ ଯାଇପାରୁ ନଥିଲେ।ସେଇଟା ବି ତା ପାଇଁ ଯନ୍ତ୍ରଣାଦାୟକ ଥିଲା। ଜୀବନରେ ଯଦି ଶାନ୍ତି ନ ରହିବ କେମିତି କଣ ଜଣେ କରିବ। ତେବେ କାହା…

ହ୍ୟୁମାନଙ୍କ ମ୍ୟାନେଜର ପପୁକୁ ନେଇ ଚାଞ୍ଚଲ୍ୟକର ସୂଚନା ଦେଲେ ମା’ ଶେଫାଳୀ: ସବୁ ଜାଣିଥିଲା…

ଭୁବନେଶ୍ୱର,୨୨।୧୧: ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ଏହାରି ମଧ୍ୟରେ ହ୍ୟୁମାନଙ୍କ ମା’ ଶଫାଳୀ ସୁନା ଚାଞ୍ଚଲ୍ୟକର ସୂଚନା ଦେିଛନ୍ତି। ସେ କହିଛନ୍ତି, ପ୍ରୋଗ୍ରାମ ନେଇ ହ୍ୟୁମାନଙ୍କୁ…

ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଦେଲେ ଗୁରୁ ପ୍ରେମଆନନ୍ଦ, ତଦନ୍ତ ହେଲେ…

ଭୁବନେଶ୍ୱର,୨୨।୧୧:ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ ନାଁ…

କିଏ ହ୍ୟୁମାନଙ୍କ ପାଇଁ ଉଠାଇଥିବା ସ୍ବରକୁ ଚାପୁଛି: ସାଂଘାତିକି କଥା କହିଲେ ଲିଜା, ଜୀବନ ପ୍ରତି…

ଭୁବନେଶ୍ୱର,୨୨।୧୧: ହ୍ୟୁମାନ ସାଗରଙ୍କ ସହ କାମ କରୁଥିଲା ଲିଜା ଦାସ ଜୀବନ ପ୍ରତି ବିପଦ ଥିବା କହିଛନ୍ତି। ସେ ଏକ ଭିଡିଓ ଜାରି କରି କହିଛନ୍ତି, ହ୍ୟୁମାନ ଭାଇଙ୍କ ପାଇଁ ଉଠାଇଥିବା ସ୍ବରକୁ ଦବାଇବାକୁ ଚେଷ୍ଟା କରାଯାଉଛି, ସତ୍ୟପାଇଁ ସ୍ବର ଉଠାଇ…

ହ୍ୟୁମାନଙ୍କୁ ନେଇ ବଡ଼ ଖୁଲାସା କଲେ ଆଙ୍କର, ଗୋଟିଏ ପ୍ରଶଂସା ପରେ ଚକ୍ରାନ୍ତ କରି…

ଭୁବନେଶ୍ୱର,୨୧।୧୧: ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ…

ହ୍ୟୁମାନ ସାଗରଙ୍କ ଶେଷ ଦର୍ଶନ ପାଇଁ ଏମ୍ସରେ ପ୍ରବଳ ଭିଡ଼; ସଙ୍ଗୀତ ଜଗତ ସ୍ତବ୍ଧ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସମଗ୍ର ସଙ୍ଗୀତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷ ଦର୍ଶନ ପାଇଁ ଭୁବନେଶ୍ୱର ଏମ୍ସ (AIIMS) ହସ୍ପିଟାଲରେ ଅନେକ ସହକଳାକାର ଓ ପ୍ରଶଂସକଙ୍କର ପ୍ରବଳ…

ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍ ବୟସରେ ଘରେ ଘରେ ପରିଚିତ ହୋଇଥିବା ଏହି ତାରକା କଣ୍ଠଶିଳ୍ପୀଙ୍କୁ ହରାଇ ତାଙ୍କ ପ୍ରଶଂସକମାନେ…

ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଥିବା ବେଳେ ଠିକ୍ ୨୩ ବର୍ଷ ତଳେ ଅର୍ଥାତ୍ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?