ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ… କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ...