ତରଳ ଲୁଣ, ମଣିଷ ଝାଳ: ଆସୁଛି ଅଭିନବ ‘ବ୍ୟାଟେରି’ ପ୍ରଯୁକ୍ତି ନ୍ୟୁୟର୍କ, ୨୦ା୭: ବିଶ୍ୱରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ପ୍ରାକୃତିକ ଉତ୍ସରୁ ମିଳୁଥିବା ବିଦ୍ୟୁତ୍କୁ ଦୀର୍ଘ ସମୟ ଧରି ସଂରକ୍ଷିତ କରି ରଖିବା। ଏହି ସମସ୍ୟାର ସମାଧାନ ପାଇଁ ବର୍ତ୍ତମାନ ବିଶ୍ୱର ବିଭିନ୍ନ ସ୍ଥାନରେ ତରଳ ଲୁଣ,…