Humane Sagar passed awa

ହ୍ୟୁମାନ ସାଗରଙ୍କ ପରଲୋକରେ ସାରା ଓଡ଼ିଶା ସ୍ତବ୍ଧ: ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୧୮।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ…

2 months ago