ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ! କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବିଧାନସଭାକୁ ଫେରିବା ପାଇଁ ଏକ ଖୋଲା ପ୍ରସ୍ତାବ ଦେଲେ। ତୃଣମୂଳ କଂଗ୍ରେସ…