ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ… ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍ସରେ ଗତ ଗୁରୁବାର ଅପରାହ୍ନରେ ବାଇକରୁ ଖସିପଡ଼ି ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁର ଜିତୁ ସାହୁଙ୍କ ସ୍ତ୍ରୀ…