ଖୋଲିଲା ମା’ ମଝି ଘରିଆଣୀ ମନ୍ଦିର ହୁଣ୍ଡି, ଚାଲିଛି ଗଣତି ରାୟଗଡ଼ା,୧୯ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଏଥିରେ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ, ମନ୍ଦିର କର୍ମଚାରୀଙ୍କ ସମେତ ୟୁନିଅନ ବ୍ୟାଙ୍କ ଅଫ୍ ଇଣ୍ଡିଆର କର୍ମଚାରୀ...