ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି କ୍ଷମତାରେ ରହିଥିବା ଦେଶର କଠୋରପନ୍ଥୀ ପ୍ରଧାନମନ୍ତ୍ରୀ ତଥା ବିଶ୍ୱସ୍ତରୀୟ ଦକ୍ଷିଣପନ୍ଥୀ ଆଇକନ୍ ଭିକ୍ଟର…