୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସକାଳଠାରୁ ଅନଶନରେ ବସିଥିଲେ। ତେବେ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସଭ୍ୟାସଭ୍ୟମାନେ ୨୬ ଘଣ୍ଟା…