ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର...