ସ୍ତ୍ରୀ, ଦେଢ଼ଶାଶୁଙ୍କୁ ହତ୍ୟା ଉଦ୍ୟମ କରି ସ୍ବାମୀ ଗଲେ ଜେଲ୍
ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଆମ୍ବଗାଁର ଡମ୍ବରୁ ସାହୁ(୪୫)ଙ୍କୁ କେ. ନୂଆଗାଁ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍ ନଂ. ୩୭୦/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍ଜେଲ…

