ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।…