ଖାଇବା ଦେବାରେ ବିଳମ୍ବ କଲେ ସ୍ତ୍ରୀ….ରାଗରେ ପଞ୍ଚମ ହୋଇ କୋଦାଳରେ ପିଟି ହତ୍ୟା କଲେ ସ୍ବାମୀ ଲକ୍ଷ୍ନୌ,୯।୧: ଉତ୍ତର ପ୍ରଦେଶର ମୁରାଦାବାଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। କଟଘର ଥାନା ଅଞ୍ଚଳର ଦେବପୁର ଗାଁରେ ଏକ ଛୋଟ ଘରୋଇ ବିବାଦ ଭୟଙ୍କର ରୂପ ନେଇଛି । ଖାଦ୍ୟ ପାଇଁ ଝଗଡ଼ା ପରେ ଜଣେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ...