Tag Archives: husband

ଗଙ୍ଗାରେ ସ୍ନାନ କରିବାକୁ ଯାଇଥିଲେ ସ୍ବାମୀ, ପଡ଼ୋଶୀ ଯୁବକଙ୍କ ସହ ଫେରାର ହୋଇଗଲେ ସ୍ତ୍ରୀ, ଆଉ ତା’ ପରେ…

ଲକ୍ଷ୍ନୌ,୭ା୮: କାନପୁରର ଶିବରାଜପୁର ସହରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ଗଙ୍ଗାରେ ସ୍ନାନ କରିବାକୁ ଘରୁ ବାହାରକୁ ଯାଇଥିଲେ। ଏହି ସମୟରେ ତାଙ୍କ ସ୍ତ୍ରୀ ସୁଯୋଗ ଦେଖି ଜଣେ ପଡ଼ୋଶୀ ଯୁବକଙ୍କ ସହିତ ଫେରାର ହୋଇଯାଇଛନ୍ତି।…

ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ଘଟଣାସ୍ଥଳରୁ ମିଳିଲା…

ବାସୁଦେବପୁର,୨୭ା୭(କାଳୀପଦ ରାୟ): ଭଦ୍ରକ ଜିଲା କଷିଆ ସାମୁଦ୍ରିକ ଥାନା ଅଧୀନ ବିଦେଇପୁର ପଞ୍ଚାୟତରେ ପାରାପୋଖରୀ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଟଙ୍କା ପାଇଁ ସ୍ତ୍ରୀ ଗୁରୁବାରୀ ଜେନା (୪୫ )ଙ୍କୁ ତାଙ୍କ ସ୍ବାମୀ ଗୋପୀନାଥ ଜେନା…

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌ ନୋଟ୍‌ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…

ପରକୀୟା ପ୍ରୀତିର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା କରି ନଦୀକୁ ଫିଙ୍ଗିଦେଲେ, ଥାନାରେ ଆତ୍ମସମର୍ପଣ କରି କହିଲେ ପୂରା ଘଟଣା…

ବଣାଇଁ,୨୦ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆଥାନା ଅନ୍ତର୍ଗତ ପଙ୍କଡ଼ିହି ଅଙ୍ଗନଓ୍ବାଡ଼ିରେ କର୍ମୀ ଥିବା ଜୟନ୍ତୀ କୁଜୁର୍‌ଙ୍କୁ ପରକିୟା ପ୍ରୀତି ସନ୍ଦେହରେ ସ୍ବାମୀ ଲକ୍ଷ୍ମଣ ଓରାମ ହତ୍ୟା କରି ଏକ ଅଖାରେ ପୂରାଇ ନଦୀରେ ଫୋପାଡ଼ି ଥିବା ବିଷୟ ରବିବାର…

ଅଧିକ ଯୌତୁକ ଦାବି କରି ସ୍ତ୍ରୀଙ୍କୁ ଘରୁ ତଡ଼ିଦେଲେ ଶିକ୍ଷକ ସ୍ବାମୀ

ବାସୁଦେବପୁର,୩ା୭(କାଳୀପଦ ରାୟ): ଅଧିକ ଯୌତୁକ ଦାବିରେ ସ୍ତ୍ରୀଙ୍କୁ ଘରୁ ତଡ଼ି ଦେଇଛନ୍ତି ସ୍ବାମୀ। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳ ଅଧୀନ ୨୧ ନମ୍ବର ଓ୍ବାର୍ଡର ଜଣେ ଶିକ୍ଷକ। କରଞ୍ଜଡ଼ିଆ ଗ୍ରାମର ବିଷ୍ଣୁପ୍ରିୟା ମଳିକଙ୍କୁ ୨୦୨୩ରେ ବିବାହ କରିଥିଲେ…

Viral Video: କାର୍‌ ପଛରେ ଲେଖା ହୋଇଛି ଏମିତି ଏସ୍‌ଏମ୍‌ଏସ୍‌, ଯିଏ ଦେଖୁଛି ସିଏ କହୁଛି…

ଆଜିକାଲି ସୋସିଆଲ ମିଡିଆରେ ଅନେକ କିଛି ଭାଇରାଲ ହେଉଛି। ଯାହାକୁ ଦେଖି ଲୋକେ ହସିହସି ଗଡୁଛନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖି ଲୋକେ ବେଶ୍‌ ମଜା ଉଠାଉଛନ୍ତି। ସୋସିଆଲ ମିଡିଆରେ କାର୍‌ ପଛରେ ଲେଖାଯାଇଥିବା ଏକ…

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ ସ୍ତ୍ରୀ। ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ…

ସ୍ତ୍ରୀ-ବଡ଼ ପୁଅକୁ ହାଣିଲେ, ୨ ବର୍ଷର ପୁଅକୁ ଖୁଣ୍ଟରେ ପିଟି ଫେରାର ହୋଇଗଲେ ବ୍ୟକ୍ତି, ମୁମୂର୍ଷୁ ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ,୧୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ଆରୁହାବୃତ୍ତି ୨ (ଦହମୁଣ୍ଡା ) ଗ୍ରାମର ରବିବାର ବିଳମ୍ବିତ ରାତିରେ ଏକ ବୀଭତ୍ସ କାଣ୍ଡ ଘଟିଛି। ଉକ୍ତ ଗ୍ରାମର ପ୍ରଶାନ୍ତ ଜେନା ଓରଫ ପଲଟୁ ଜେନା (୪୪ )…

ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା

ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ ବାରଣ କରିବାରୁ ଯେଉଁ ହାତରେ ସିନ୍ଦୂର ଦେଇଥିଲେ ସେହି ହାତରେ ସ୍ତ୍ରୀଙ୍କ ଜୀବନ…

ପରକୀୟା ପ୍ରୀତିରୁ ସ୍ତ୍ରୀଙ୍କ ଗଳାକାଟି ହତ୍ୟା କଲେ ସ୍ବାମୀ

ଗଜପତି,୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସେରଙ୍ଗ ଥାନା ଅନ୍ତର୍ଗତ ଗାଇବା ଗାଁର ଜଣେ ମହିଳାଙ୍କ ଗଳାକାଟି ହତ୍ୟା କରିଛି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ ମହିଳା ଜଣଙ୍କ ହେଲେ ମୋନିକା ପାଇକ। ଘଟଣାସ୍ଥଳରୁ ସ୍ବାମୀ ନରେନ୍ଦ୍ର…

ସାବିତ୍ରୀ ବ୍ରତଠାରୁ ସ୍ବାମୀ ନିଖୋଜ, ସ୍ତ୍ରୀ ଶୁଭଲକ୍ଷ୍ମୀଙ୍କ ଆଖିରୁ ଶୁଖୁନି ଲୁହ, ପ୍ରତିବାଦରେ ଆଜି ରାସ୍ତାରୋକୋ

ସାବିତ୍ରୀ ବ୍ରତଠାରୁ ସ୍ବାମୀ ନିଖୋଜ, ସ୍ତ୍ରୀ ଶୁଭଲକ୍ଷ୍ମୀଙ୍କ ଆଖିରୁ ଶୁଖୁନି ଲୁହ, ପ୍ରତିବାଦରେ ଆଜି ରାସ୍ତାରୋକୋ ଧର୍ମଶାଳା,୨୮ା୫(ଶିବ ପ୍ରସାଦ ମହାନ୍ତି): ସୋମବାର ସାବିତ୍ରୀ ବ୍ରତରେ ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ଶ୍ରୀବନ୍ତପୁର ପଞ୍ଚାୟତ ବାର୍ଡାଙ୍ଗି ଗ୍ରାମର ପାପୁନ ସାମଲ ବ୍ୟାଙ୍କରୁ…

ଏ ଯୁଗର ସାବିତ୍ରୀ: ଦିବ୍ୟାଙ୍ଗ ଶଯ୍ୟାଶାୟୀ ସ୍ବାମୀଙ୍କ ସେବାରେ ରମା

ଅସ୍ତରଙ୍ଗ,୨୬ା୫(ପ୍ରଦୀପ୍ତ କୁମାର ଦୀକ୍ଷିତ): ପବିତ୍ର ସାବିତ୍ରୀ ବ୍ରତରେ ସବୁ ସ୍ତ୍ରୀମାନେ ତାଙ୍କ ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ଏହି ଓଷା କରୁଛନ୍ତି। ହେଲେ ଏମିତି ଜଣେ ସ୍ତ୍ରୀ ଅଛନ୍ତି, ଯିଏ ସ୍ବାମୀଙ୍କ ପାଇଁ ଦୀର୍ଘଦିନ ହେଲା ତପସ୍ୟା କରୁଛନ୍ତି କହିଲେ ଚଳେ। ଅଚାନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri