ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି । ପୋଲିସର ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ଯୁବତୀ ଜଣକ ଘରେ ଏକା ଥିବା…