ହକି ଇଣ୍ଡିଆ ଲିଗ୍: ହାଇଦ୍ରାବାଦ ତୁଫାନ୍ସକୁ ବ୍ରୋଞ୍ଜ, ଓଡ଼ିଶାର ଅମନଦୀପ ଲାକ୍ରାଙ୍କ ଚମତ୍କାର ପ୍ରଦର୍ଶନ ଭୁବନେଶ୍ୱର,୨୬।୧: ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ହକି ଇଣ୍ଡିଆ ଲିଗ୍ର ତୃତୀୟ ସ୍ଥାନ ପାଇଁ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାଇଦ୍ରାବାଦ ତୁଫାନ୍ସ ୪-୩ ଗୋଲରେ HIL GC କୁ ପରାସ୍ତ କରିଛି। ଏହି ବିଜୟ ସହ ହାଇଦ୍ରାବାଦ ୨୦୨୫-୨୬ ସିଜିନରେ…