ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର ସୁଡ଼ଙ୍ଗ ଭିତରେ ମାଟି ଓ ଆବର୍ଜନା ତଳେ ଫସିଥିବା ୨ ଜଣ ବ୍ୟକ୍ତିଙ୍କୁ…