ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍କୁ ଦ୍ରୁତଗତିରେ ଆସି ଜଣେ ବାଇକ୍କୁ ଧକ୍କା ଦେବା ସହ ସ୍କୁଟି ଆରୋହୀଙ୍କୁ ଚାପିଦେଇଛି। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ…