ନିଜ ମାଆଙ୍କୁ ‘I LOVE U’ ଲେଖି କାହିଁକି ଜୀବନ ହାରିଲେ ୟୁଟ୍ୟୁବର? ଜାଣନ୍ତୁ ଏହା ପଛର କାରଣ ହାଇଦ୍ରାବାଦ,୨୬।୨: ସୋମବାର (୨୩ ଫେବୃଆରୀ) ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଥିବା ଏକ ଭଡା ଘରେ (ଆପାର୍ଟମେଣ୍ଟ)ରେ ୨୧ ବର୍ଷୀୟା ୟୁଟ୍ୟୁବର ବୋନୁ କୋମାଲିଙ୍କ ମୃତଦେହ ମିଳିଥିଲା। ମୃତ୍ୟୁର କିଛି ସମୟ ପୂର୍ବରୁ, ସେ ତାଙ୍କ ମାଆଙ୍କୁ ଏକ ବାର୍ତ୍ତା ପଠାଇଥିଲେ, ‘I…