ସବୁ ଛଡାଇ ନେଲେ ମମତା! I-PAC ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ED
କୋଲକାତା,୧୦।୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶନିବାର (ଜାନୁଆରୀ ୧୦, ୨୦୨୬) I-PAC ମାମଲାରେ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରିଛି। ସୁପ୍ରିମକୋର୍ଟରେ ଦାୟର ଆବେଦନରେ, ED ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏଜେନ୍ସିର କାର୍ଯ୍ୟରେ ହସ୍ତକ୍ଷେପ କରିବାର ଅଭିଯୋଗ କରିଛି।...


