IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଏସ୍ସି/ଏସ୍ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ପଦବୀରୁ...