IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ଓଡିଶା ସରକାର, ଚଞ୍ଚଲ ରାଣାଙ୍କୁ ଅତିରିକ୍ତ ଦାୟିତ୍ବ ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନ୍. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମର ଏମ୍ଡି ହୋଇଥିବା ବେଳେ ସୁରେନ୍ଦ୍ର କୁମାର...