ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ ଭୁବନେଶ୍ୱର,୪ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ।...