ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ… ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍ର ପ୍ରୋବେସନ ଆଇଏଏସ୍ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ସେ ଏଠାକୁ ତାଲିମ ଲାଗି ଆସିଛନ୍ତି।...