ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ… ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍ ପରୀକ୍ଷା (UPSC)ରେ ଅଲ୍ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ମାତାପିତା ସହ ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ…