IAS ସ୍ତରରେ ଅଦଳବଦଳ, ବିଜୟ ଅମୃତ କୁଲାଙ୍ଗେଙ୍କୁ ମିଳିଲା ଏହି ଦାୟିତ୍ୱ ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି/ଜନଜାତି ଓ…