ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।…