ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଇବ୍ରାହିମ ରଇସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍...