ibrahmi raishi

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।…

2 years ago