ICAI

ICAIର ବଡ଼ ଘୋଷଣା! ଏବେ ବର୍ଷକୁ ଦୁଇଥର ନୁହେଁ ତିନି ଥର ଦେଇପାରିବେ CA ପରୀକ୍ଷା, ଜାଣନ୍ତୁ ସବିଶେଷ

ନୂଆଦିଲ୍ଲୀ,୯।୩: ଚାଚାର୍ଡ ଆକାଉଣ୍ଟାଣ୍ଟ(ସିଏ) ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି । ଇନଷ୍ଟିଚ୍ୟୁଟ ଅଫ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ ଅଫ୍‌ ଇଣ୍ଡିଆ (ଆଇସିଏଆଇ) ଶୁକ୍ରବାର…

2 years ago