ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର ୨ରୁ ଆରମ୍ଭ ହେବ ଏବଂ ଏହାର ଫାଇନାଲ ମ୍ୟାଚ ନଭେମ୍ବର ୨୧ରେ ଖେଳାଯିବ।…

