ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ମ୍ୟାଚ୍ରେ ମଇଦାନରେ ଦେଖିବାକୁ ମିଳିଥିଲା ଉତ୍ତେଜନାପୂର୍ଣ୍ଣ ଦୃଶ୍ୟ। ନ୍ୟୁଜିଲାଣ୍ଡର ଓପନର୍ ଟିମ ସିଫର୍ଟଙ୍କୁ ଆଉଟ କରିବା…