Tag Archives: ICC Cricket World Cup 2023

‘ଶାମି ତୁମେ ଯେଉଁଭଳି ବୋଲିଂ କଲ ବର୍ଷ ବର୍ଷ ଧରି ଲୋକେ ମନେ ରଖିବେ’

ନୂଆଦିଲ୍ଲୀ,୧୬।୧୧: ଆଇସିସି ବିଶ୍ୱକପ୍‌ ୨୦୨୩ ଫାଇନାଲରେ ପ୍ରବେଶ କରିଛି ଟିମ୍‌ ଇଣ୍ଡିଆ। ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷ ମୁକାବିଲାରେ ୭୦ ରନ୍‌ରେ ବିଜେତା ହେବା ପରେ ଦଳକୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳକୁ ଅଭିନନ୍ଦନ…

ବିଶ୍ୱକପ ୨୦୨୩ରେ ହେଲା ବଡ଼ ରେକର୍ଡ, ୧୦ ଲକ୍ଷ ଲୋକେ ଷ୍ଟାଡିୟମରେ ଆସି ଦେଖିଲେ ମ୍ୟାଚ୍

ନୂଆଦିଲ୍ଲୀ, ୧୧।୧୧: ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ରେ ଆଉ ଏକ ରେକର୍ଡ ପ୍ରତିଷ୍ଠା ହୋଇଛି। ବିଶ୍ୱକପରେ ବର୍ତ୍ତମାନ ଆଉ ସାତଟି ମ୍ୟାଚ୍ ବାକି ରହିଛି। ଏହା ପୂର୍ବରୁ ଷ୍ଟାଡିୟମରେ ଚଳିତ ବିଶ୍ୱକପରେ ଏକ ମିଲିୟନ ଅର୍ଥାତ ୧୦ ଲକ୍ଷ ଲୋକେ ଦେଖିଛନ୍ତି।…

ସଚିନଙ୍କ ରେକର୍ଡ ଭାଙ୍ଗିବା ପରେ ଜେଜେମା’ଙ୍କୁ ଭେଟିଲେ ରାଚିନ, ନେଲେ ଆଶିର୍ବାଦ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲାଣ୍ଡ ପକ୍ଷରୁ ଖେଳୁଥିବା ୨୩ ବର୍ଷୀୟ ରାଚିନ ରବିନ୍ଦ୍ର ନିଜର ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ତାଙ୍କର ପିତାମାତା ଭାରତୀୟ ହୋଇଥିବା ବେଳେ ସେ ନ୍ୟୁଜିଲାଣ୍ଡରେ ଜନ୍ମଗ୍ରହଣ କରିଥିଲେ। ହେଲେ ବାପା ସଚିନ ତେନ୍ଦୁଲକର ଏବଂ ରାହୁଲ ଦ୍ରାବିଡଙ୍କ…

ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି: ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି…

ବେଙ୍ଗାଲୁରୁ,୪।୧୧: ବେଙ୍ଗାଲୁରୁସ୍ଥିତ ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ୨୦୨୩ କ୍ରିକେଟ ବିଶ୍ୱକପର ଶନିବାର ଖେଳାଯାଉଥିବା ୩୫ତମ ଗୁରୁତ୍ୱପୂର୍ଣ୍ଣ ଲିଗ୍‌ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ବ୍ୟାଟିଂ ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?