ICC ରାଙ୍କିଂରେ ଚମକିଲେ ୨ ଭାରତୀୟ ଖେଳାଳି: କିଏ ଖସିଲେ, କିଏ ଉପରକୁ ଉଠିଲେ… ଦେଖନ୍ତୁ ପୂରା ତାଲିକା
ନୂଆଦିଲ୍ଲୀ,୧୯।୧୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବୁଧବାର (୧୮ ନଭେମ୍ବର) ନୂଆ ରାଙ୍କିଂ ଜାରି କରିଛି। ଏଥିରେ ଭାରତୀୟ ବୋଲରଙ୍କ ଦବଦବା ଦେଖିବାକୁ ମିଳିଛି। ନିକଟରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିଥିଲା। ଏହି…

